ଅନ୍ୟେ ଚ ବହବଃ ଶୂରା ମଦର୍ଥେ ତ୍ୟକ୍ତଜୀବିତାଃ ।
ନାନାଶସ୍ତ୍ରପ୍ରହରଣାଃ ସର୍ବେ ଯୁଦ୍ଧବିଶାରଦାଃ ।।୯।।
ଅନ୍ୟେ-ଆହୁରି ଅନେକ; ଚ-ମଧ୍ୟ; ବହବଃ-ଖୁବ୍ ଅଧିକ ସଂଖ୍ୟାରେ; ଶୂରାଃ-ବୀରମାନେ; ମଦ୍-ଅର୍ଥେ-ମୋ ପାଇଁ; ତ୍ୟକ୍ତ ଜୀବିତାଃ-ଜୀବନ ଦେବାକୁ ପ୍ରସ୍ତୁତ; ନାନା-ଅନେକ; ଶସ୍ତ୍ର-ଶସ୍ତ୍ର; ପ୍ରହରଣାଃ-ସଜ୍ଜିତ; ସର୍ବେ-ସେମାନେ ସମସ୍ତେ; ଯୁଦ୍ଧ-ଯୁଦ୍ଧ; ବିଶାରଦାଃ-ରଣକୌଶଳ (ଯୁଦ୍ଧ ବିଜ୍ଞାନ)ରେ ଅଭିଜ୍ଞ ।
BG 1.9: ଆହୁରି ମଧ୍ୟ ଅନେକ ବୀର ଯୋଦ୍ଧା ଅଛନ୍ତି, ଯେଉଁମାନେ ମୋ ପାଇଁ ପ୍ରାଣ ଉତ୍ସର୍ଗ କରିବାକୁ ପ୍ରସ୍ତୁତ । ସେମାନେ ସମସ୍ତେ ଯୁଦ୍ଧବିଦ୍ୟାରେ ପାରଙ୍ଗମ ଏବଂ ବିଭିନ୍ନ ଅସ୍ତ୍ର ଶସ୍ତ୍ରରେ ସଜ୍ଜିତ ଅଛନ୍ତି ।
ଅନ୍ୟେ ଚ ବହବଃ ଶୂରା ମଦର୍ଥେ ତ୍ୟକ୍ତଜୀବିତାଃ ।
ନାନାଶସ୍ତ୍ରପ୍ରହରଣାଃ ସର୍ବେ ଯୁଦ୍ଧବିଶାରଦାଃ ।।୯।।
ଆହୁରି ମଧ୍ୟ ଅନେକ ବୀର ଯୋଦ୍ଧା ଅଛନ୍ତି, ଯେଉଁମାନେ ମୋ ପାଇଁ ପ୍ରାଣ ଉତ୍ସର୍ଗ କରିବାକୁ ପ୍ରସ୍ତୁତ । ସେମାନେ ସମସ୍ତେ ଯୁଦ୍ଧବିଦ୍ୟାରେ ପାରଙ୍ଗମ ଏବଂ ବିଭିନ୍ନ …
Sign in to save your favorite verses.
Sign In
ଆପଣ ଚାହୁଁଥିବା ତତ୍ତ୍ୱଜ୍ଞାନ ସହଜରେ ଖୋଜନ୍ତୁ।
ପ୍ରତିଦିନ ପବିତ୍ର ଭଗବଦ୍ ଗୀତାର ପ୍ରେରଣାଦାୟକ ଜ୍ଞାନ ଆପଣଙ୍କ ଇମେଲ ରେ ପାଆନ୍ତୁ ଏବଂ ଏହି ଜ୍ଞାନ ସହିତ ଦିନର ଶୁଭାରମ୍ଭ କରନ୍ତୁ